1
ମାଥିଉ 4:4
ଓଡିଆ ବାଇବେଲ
ORYIRV
କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'"
Параўнаць
Даследуйце ମାଥିଉ 4:4
2
ମାଥିଉ 4:10
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।
Даследуйце ମାଥିଉ 4:10
3
ମାଥିଉ 4:7
ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।
Даследуйце ମାଥିଉ 4:7
4
ମାଥିଉ 4:1-2
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
Даследуйце ମାଥିଉ 4:1-2
5
ମାଥିଉ 4:19-20
ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।" ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Даследуйце ମାଥିଉ 4:19-20
6
ମାଥିଉ 4:17
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"
Даследуйце ମାଥିଉ 4:17