1
ମାଥିଉ 8:26
ଓଡିଆ ବାଇବେଲ
ORYIRV
ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।
Параўнаць
Даследуйце ମାଥିଉ 8:26
2
ମାଥିଉ 8:8
କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ ।
Даследуйце ମାଥିଉ 8:8
3
ମାଥିଉ 8:10
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।
Даследуйце ମାଥିଉ 8:10
4
ମାଥିଉ 8:13
ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା ।
Даследуйце ମାଥିଉ 8:13
5
ମାଥିଉ 8:27
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।
Даследуйце ମାଥିଉ 8:27