ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ ।