1
ଯିଖରୀୟ 10:1
ଓଡିଆ ବାଇବେଲ
ORYIRV
ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Параўнаць
Даследуйце ଯିଖରୀୟ 10:1
2
ଯିଖରୀୟ 10:12
ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।
Даследуйце ଯିଖରୀୟ 10:12