1
ଯିଖରୀୟ 2:5
ଓଡିଆ ବାଇବେଲ
ORYIRV
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”
Параўнаць
Даследуйце ଯିଖରୀୟ 2:5
2
ଯିଖରୀୟ 2:10
“ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
Даследуйце ଯିଖରୀୟ 2:10