ମାଥିଉ 10:8

ମାଥିଉ 10:8 ORYIRV

ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।