ମାଥିଉ 14:28-29

ମାଥିଉ 14:28-29 ORYIRV

ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ । ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।