ମାଥିଉ 15:25-27

ମାଥିଉ 15:25-27 ORYIRV

କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ । ମାତ୍ର ସେ ଉତ୍ତର ଦେଲେ, ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ । କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି ।