ମାଥିଉ 22:19-21
ମାଥିଉ 22:19-21 ORYIRV
ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ । ସେ ସେମାନଙ୍କୁ ପଚାରିଲେ, ଏହି ମୁର୍ତ୍ତି ଓ ନାମ କାହାର ? ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ ।

