ମାଥିଉ 22:30

ମାଥିଉ 22:30 ORYIRV

କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।