ମାଥିଉ 26:52

ମାଥିଉ 26:52 ORYIRV

ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ ।