ମାଥିଉ 6:25
ମାଥିଉ 6:25 ORYIRV
ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?










