ମାର୍କ 14:23-24
ମାର୍କ 14:23-24 ORYIRV
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ । ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ ।