ମାର୍କ 6:31

ମାର୍କ 6:31 ORYIRV

ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।

Чытаць ମାର୍କ 6

Выява верша для ମାର୍କ 6:31

ମାର୍କ 6:31 - ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।