ମାର୍କ 9:28-29

ମାର୍କ 9:28-29 ORYIRV

ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ? ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।

Чытаць ମାର୍କ 9