1
ଲୂକ 11:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ଵର୍ଗରୁ ଦାନ କରନ୍ତି, ସେ ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
Сравни
Разгледайте ଲୂକ 11:13
2
ଲୂକ 11:9
ମୁଁ ମଧ୍ୟ ତୁମ୍ଭମମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ଵାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Разгледайте ଲୂକ 11:9
3
ଲୂକ 11:10
କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇଦିଆଯିବ।
Разгледайте ଲୂକ 11:10
4
ଲୂକ 11:2
ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Разгледайте ଲୂକ 11:2
5
ଲୂକ 11:4
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକି କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।
Разгледайте ଲୂକ 11:4
6
ଲୂକ 11:3
ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
Разгледайте ଲୂକ 11:3
7
ଲୂକ 11:34
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
Разгледайте ଲୂକ 11:34
8
ଲୂକ 11:33
କେହି ଦୀପ ଜାଳି ଗୁପ୍ତ କୋଠରିରେ କିମ୍ଵା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
Разгледайте ଲୂକ 11:33
Начало
Библия
Планове
Видеа