Лого на YouVersion
Иконка за търсене

ମାଥିଉଲିଖିତ ସୁସମାଚାର 24:9-11

ମାଥିଉଲିଖିତ ସୁସମାଚାର 24:9-11 ODCLBSI

“ତୁମ୍ଭେମାନେ ଧରା ହୋଇ ଉତ୍ପୀଡ଼ିତ ହେବ ଓ ମୃତ୍ୟୁଦଣ୍ଡ ଭୋଗ କରିବ ଏବଂ ମୋ’ ଲାଗି ତୁମେ ସମସ୍ତଙ୍କର ଘୃଣାର ପାତ୍ର ହେବ। ସେତେବେେଳେ ଅନେକେ ସେମାନଙ୍କର ବିଶ୍ୱାସ ହରାଇବେ, ପରସ୍ପରକୁ ଘୃଣା କରି ପରସ୍ପର ପ୍ରତି ବିଶ୍ୱାସଘାତକତା କରିବେ। ସେତେବେଳେ ଅନେକ ଭଣ୍ଡ ଭାବବାଦୀ ବାହାରି ଲୋକମାନଙ୍କୁ ବିଭ୍ରାନ୍ତ କରିବେ।