Лого на YouVersion
Иконка за търсене

ଲୂକ 21:25-26

ଲୂକ 21:25-26 OERV

“ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅ‌ଦ୍‌ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ। ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ।