ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ