1
୧ ଥେସଲନୀକୀୟ 3:12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେପରି ପରସ୍ପର ଓ ସମସ୍ତଙ୍କ ପ୍ରତି ପ୍ରେମରେ ପ୍ରଭୁ ତୁମ୍ଭମାନଙ୍କୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ
Compare
Explore ୧ ଥେସଲନୀକୀୟ 3:12
2
୧ ଥେସଲନୀକୀୟ 3:13
ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
Explore ୧ ଥେସଲନୀକୀୟ 3:13
3
୧ ଥେସଲନୀକୀୟ 3:7
ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ଵାସ ଦ୍ଵାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଳେଶଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ
Explore ୧ ଥେସଲନୀକୀୟ 3:7