1
୧ ଥେସଲନୀକୀୟ 4:17
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ତଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
Compare
Explore ୧ ଥେସଲନୀକୀୟ 4:17
2
୧ ଥେସଲନୀକୀୟ 4:16
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ଵର ଓ ଈଶ୍ଵରଙ୍କ ତୂରୀବାଦ୍ୟ ସହିତ ସ୍ଵର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ
Explore ୧ ଥେସଲନୀକୀୟ 4:16
3
୧ ଥେସଲନୀକୀୟ 4:3-4
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,, ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ
Explore ୧ ଥେସଲନୀକୀୟ 4:3-4
4
୧ ଥେସଲନୀକୀୟ 4:14
କାରଣ ଯଦି ଆମ୍ଭେମାନେ ବିଶ୍ଵାସ କରୁ ଯେ, ଯୀଶୁ ମରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ଵର ଯେ ଯୀଶୁଙ୍କ ଦ୍ଵାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ଵାସ କରିବା ଉଚିତ।
Explore ୧ ଥେସଲନୀକୀୟ 4:14
5
୧ ଥେସଲନୀକୀୟ 4:11
ପୁଣି, ତୁମ୍ଭମାନଙ୍କୁ ଦତ୍ତ ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ
Explore ୧ ଥେସଲନୀକୀୟ 4:11
6
୧ ଥେସଲନୀକୀୟ 4:7
କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି।
Explore ୧ ଥେସଲନୀକୀୟ 4:7