1
୨ ଥେସଲନୀକୀୟ 3:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କିନ୍ତୁ ପ୍ରଭୁ ବିଶ୍ଵସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
Compare
Explore ୨ ଥେସଲନୀକୀୟ 3:3
2
୨ ଥେସଲନୀକୀୟ 3:5
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ।
Explore ୨ ଥେସଲନୀକୀୟ 3:5
3
୨ ଥେସଲନୀକୀୟ 3:6
ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟ ପରାୟଣ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ କର।
Explore ୨ ଥେସଲନୀକୀୟ 3:6
4
୨ ଥେସଲନୀକୀୟ 3:2
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ଵାସ ନାହିଁ।
Explore ୨ ଥେସଲନୀକୀୟ 3:2