1
ପ୍ରେରିତ 10:34-35
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ଵର ଯେ ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ପ୍ରତ୍ୟେକ ଜାତିରେ ଯେକେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
Compare
Explore ପ୍ରେରିତ 10:34-35
2
ପ୍ରେରିତ 10:43
ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେ ତାହାଙ୍କ ନାମରେ ପାପକ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
Explore ପ୍ରେରିତ 10:43