1
ପ୍ରେରିତ 18:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
Compare
Explore ପ୍ରେରିତ 18:10
2
ପ୍ରେରିତ 18:9
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ଵାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ
Explore ପ୍ରେରିତ 18:9
Home
Bible
Plans
Videos