1
ପ୍ରେରିତ 20:35
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅଧିକ ଶ୍ରେୟସ୍କର”, ପ୍ରଭୁ ଯୀଶୁ ସ୍ଵୟଂ ଏହି ଯେଉଁ କଥା କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହିସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଦୃଷ୍ଟାନ୍ତ ଦେଖାଇଅଛି।
Compare
Explore ପ୍ରେରିତ 20:35
2
ପ୍ରେରିତ 20:24
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି।
Explore ପ୍ରେରିତ 20:24
3
ପ୍ରେରିତ 20:28
ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Explore ପ୍ରେରିତ 20:28
4
ପ୍ରେରିତ 20:32
ଏବେ ମୁଁ ତୁମ୍ଭମାନଙ୍କୁ ପ୍ରଭୁଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
Explore ପ୍ରେରିତ 20:32