1
ପ୍ରେରିତ 27:25
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ଵରଙ୍କଠାରେ ମୋହର ବିଶ୍ଵାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
Compare
Explore ପ୍ରେରିତ 27:25
2
ପ୍ରେରିତ 27:23-24
ଯେଣୁ ମୁଁ ଯେଉଁ ଈଶ୍ଵରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋʼ ପାଖରେ ଠିଆ ହୋଇ କହିଲେ, ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି।
Explore ପ୍ରେରିତ 27:23-24
3
ପ୍ରେରିତ 27:22
ଯାହାହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
Explore ପ୍ରେରିତ 27:22