1
ଆମୋଷ 4:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ।
Compare
Explore ଆମୋଷ 4:13
2
ଆମୋଷ 4:12
ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।
Explore ଆମୋଷ 4:12
3
ଆମୋଷ 4:6
ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।
Explore ଆମୋଷ 4:6