1
ଆମୋଷ 5:24
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Compare
Explore ଆମୋଷ 5:24
2
ଆମୋଷ 5:14
ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Explore ଆମୋଷ 5:14
3
ଆମୋଷ 5:15
ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ଵାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Explore ଆମୋଷ 5:15
4
ଆମୋଷ 5:4
କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ
Explore ଆମୋଷ 5:4