1
ଆମୋଷ 7:14-15
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାର ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମିରି ବୃକ୍ଷର କୃଷକ ଥିଲିନ୍ତ ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।
Compare
Explore ଆମୋଷ 7:14-15
2
ଆମୋଷ 7:8
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ। ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ
Explore ଆମୋଷ 7:8