ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
ପୁଣି ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।