1
ଯାତ୍ରା ପୁସ୍ତକ 24:17-18
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା। ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
Compare
Explore ଯାତ୍ରା ପୁସ୍ତକ 24:17-18
2
ଯାତ୍ରା ପୁସ୍ତକ 24:16
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
Explore ଯାତ୍ରା ପୁସ୍ତକ 24:16
3
ଯାତ୍ରା ପୁସ୍ତକ 24:12
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।
Explore ଯାତ୍ରା ପୁସ୍ତକ 24:12
Home
Bible
Plans
Videos