1
ଯାତ୍ରା ପୁସ୍ତକ 28:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ହାରୋଣକୁ ପ୍ରତିଷ୍ଠା କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
Compare
Explore ଯାତ୍ରା ପୁସ୍ତକ 28:3
2
ଯାତ୍ରା ପୁସ୍ତକ 28:4
ଅର୍ଥାତ୍, ବୁକୁପଟା ଓ ଏଫୋଦ ଓ ଚୋଗା ଓ ବୁଟାଦାର ଜାମା ଓ ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକକର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
Explore ଯାତ୍ରା ପୁସ୍ତକ 28:4
Home
Bible
Plans
Videos