1
ଯାତ୍ରା ପୁସ୍ତକ 29:45-46
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ଵର ହେବା। ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ଵର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର।
Compare
Explore ଯାତ୍ରା ପୁସ୍ତକ 29:45-46
Home
Bible
Plans
Videos