1
ଗାଲାତୀୟ 3:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଅବ୍ରହାମଙ୍କର ଆଶୀର୍ବାଦ ଯେପରି ବିଜାତିମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ଵାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ
Compare
Explore ଗାଲାତୀୟ 3:13
2
ଗାଲାତୀୟ 3:28
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,।
Explore ଗାଲାତୀୟ 3:28
3
ଗାଲାତୀୟ 3:29
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Explore ଗାଲାତୀୟ 3:29
4
ଗାଲାତୀୟ 3:14
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
Explore ଗାଲାତୀୟ 3:14
5
ଗାଲାତୀୟ 3:11
ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ।”
Explore ଗାଲାତୀୟ 3:11