1
ଆଦି ପୁସ୍ତକ 44:34
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି?
Compare
Explore ଆଦି ପୁସ୍ତକ 44:34
2
ଆଦି ପୁସ୍ତକ 44:1
ଅନନ୍ତର ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।
Explore ଆଦି ପୁସ୍ତକ 44:1
Home
Bible
Plans
Videos