1
ହୋଶେୟ 11:4
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ଵାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
Compare
Explore ହୋଶେୟ 11:4
2
ହୋଶେୟ 11:1
ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
Explore ହୋଶେୟ 11:1