1
ହୋଶେୟ 13:4
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
Compare
Explore ହୋଶେୟ 13:4
2
ହୋଶେୟ 13:14
ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।
Explore ହୋଶେୟ 13:14
3
ହୋଶେୟ 13:6
ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
Explore ହୋଶେୟ 13:6