1
ହୋଶେୟ 14:9
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Compare
Explore ହୋଶେୟ 14:9
2
ହୋଶେୟ 14:2
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Explore ହୋଶେୟ 14:2
3
ହୋଶେୟ 14:4
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Explore ହୋଶେୟ 14:4