1
ଯିଶାଇୟ 44:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା
Compare
Explore ଯିଶାଇୟ 44:3
2
ଯିଶାଇୟ 44:6
ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ।
Explore ଯିଶାଇୟ 44:6
3
ଯିଶାଇୟ 44:22
ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁନ୍ତ ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
Explore ଯିଶାଇୟ 44:22
4
ଯିଶାଇୟ 44:8
ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ଵର ଅଛନ୍ତି? ଅନ୍ୟ ଶୈଳ ନାହିଁ ; ଆମ୍ଭେ କାହାକୁ ଜାଣୁ ନା।
Explore ଯିଶାଇୟ 44:8
5
ଯିଶାଇୟ 44:2
ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
Explore ଯିଶାଇୟ 44:2