1
ଯିଶାଇୟ 47:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
Compare
Explore ଯିଶାଇୟ 47:13
2
ଯିଶାଇୟ 47:14
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ।
Explore ଯିଶାଇୟ 47:14