1
ଯିଶାଇୟ 66:2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Compare
Explore ଯିଶାଇୟ 66:2
2
ଯିଶାଇୟ 66:1
ସଦାପ୍ରଭୁ ଏହି କଥା କହନ୍ତି, ସ୍ଵର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ?
Explore ଯିଶାଇୟ 66:1
3
ଯିଶାଇୟ 66:13
ଯେପରି ଜଣକୁ ତାହାର ମାତା ସାନ୍ତ୍ଵନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ଵନା ପାଇବ।
Explore ଯିଶାଇୟ 66:13
4
ଯିଶାଇୟ 66:22
କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।
Explore ଯିଶାଇୟ 66:22