1
ଯୋୟେଲ 2:12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତଥାପି ସଦାପ୍ରଭୁ କହନ୍ତି, ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ
Compare
Explore ଯୋୟେଲ 2:12
2
ଯୋୟେଲ 2:28
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବୋ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ଵପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ
Explore ଯୋୟେଲ 2:28
3
ଯୋୟେଲ 2:13
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି।
Explore ଯୋୟେଲ 2:13
4
ଯୋୟେଲ 2:32
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ନାନ କରିବେ, ସେମାନେ ଅବଶିଷ୍ଟାଂଶର, ମଧ୍ୟରେ ରହିବେ।
Explore ଯୋୟେଲ 2:32
5
ଯୋୟେଲ 2:31
ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Explore ଯୋୟେଲ 2:31