1
ଲେବୀୟ ପୁସ୍ତକ 10:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
Compare
Explore ଲେବୀୟ ପୁସ୍ତକ 10:1
2
ଲେବୀୟ ପୁସ୍ତକ 10:3
ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା। ତହିଁରେ ହାରୋଣ ମୌନ ହେଲେ।
Explore ଲେବୀୟ ପୁସ୍ତକ 10:3
3
ଲେବୀୟ ପୁସ୍ତକ 10:2
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
Explore ଲେବୀୟ ପୁସ୍ତକ 10:2
Home
Bible
Plans
Videos