1
ଲେବୀୟ ପୁସ୍ତକ 11:45
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ।
Compare
Explore ଲେବୀୟ ପୁସ୍ତକ 11:45
2
ଲେବୀୟ ପୁସ୍ତକ 11:44
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।
Explore ଲେବୀୟ ପୁସ୍ତକ 11:44
Home
Bible
Plans
Videos