1
ଲେବୀୟ ପୁସ୍ତକ 6:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, କଦାପି ନିର୍ବାଣ ହେବ ନାହିଁ।
Compare
Explore ଲେବୀୟ ପୁସ୍ତକ 6:13
2
ଲେବୀୟ ପୁସ୍ତକ 6:12
ମାତ୍ର ବେଦିର ଉପରିସ୍ଥିତ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, ତାହା ନିର୍ବାଣ ହେବ ନାହିଁ; ଯାଜକ ପ୍ରତି ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
Explore ଲେବୀୟ ପୁସ୍ତକ 6:12
Home
Bible
Plans
Videos