1
ମାଥିଉ 17:20
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
Compare
Explore ମାଥିଉ 17:20
2
ମାଥିଉ 17:5
ସେ ଏହି କଥା କହୁ କହୁ, ଦେଖ, ଖଣ୍ତେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ଏହାଙ୍କ ବାକ୍ୟ ଶ୍ରବଣ କର।
Explore ମାଥିଉ 17:5
3
ମାଥିଉ 17:17-18
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେକାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋʼ ପାଖକୁ ଆଣ। ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା।
Explore ମାଥିଉ 17:17-18
Home
Bible
Plans
Videos