1
ମୀଖା 7:18
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭ ତୁଲ୍ୟ ପରମେଶ୍ଵର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Compare
Explore ମୀଖା 7:18
2
ମୀଖା 7:7
ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ଵରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ଵର ମୋର କଥା ଶୁଣିବେ।
Explore ମୀଖା 7:7
3
ମୀଖା 7:19
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
Explore ମୀଖା 7:19