1
ନାହୂମ 1:7
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
Compare
Explore ନାହୂମ 1:7
2
ନାହୂମ 1:3
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Explore ନାହୂମ 1:3
3
ନାହୂମ 1:2
ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Explore ନାହୂମ 1:2