1
ଓବଦୀୟ 1:17
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବ-ବଂଶ ଆପଣା-ମାନଙ୍କର ଅଧିକାର ଭୋଗ କରିବେ।
Compare
Explore ଓବଦୀୟ 1:17
2
ଓବଦୀୟ 1:15
କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
Explore ଓବଦୀୟ 1:15
3
ଓବଦୀୟ 1:3
ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକି ଓହ୍ଳାଇ ଆଣିବ କିଏ?
Explore ଓବଦୀୟ 1:3
4
ଓବଦୀୟ 1:4
ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ଵକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା।
Explore ଓବଦୀୟ 1:4