1
ଗୀତସଂହିତା 136:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Compare
Explore ଗୀତସଂହିତା 136:1
2
ଗୀତସଂହିତା 136:26
ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Explore ଗୀତସଂହିତା 136:26
3
ଗୀତସଂହିତା 136:2
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Explore ଗୀତସଂହିତା 136:2
4
ଗୀତସଂହିତା 136:3
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Explore ଗୀତସଂହିତା 136:3